ବିଧାନସଭା ଉପବାଚସ୍ପତି ହେଲେ ରଜନୀକାନ୍ତ
ଭୁବନେଶ୍ୱର() ଷୋଡଶ ବିଧାନସଭାର ଉପବାଚସ୍ପତି ହେଲେ ବିଜେଡି ବିଧାୟକ ରଜନୀକାନ୍ତ ସିଂହ । ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ପ୍ରସ୍ତାବ ଆଣିଥିଲେ ଏବଂ ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମକେଖରୀ…