ରାଜ୍ୟସଭା ପାଇଁ ନାମାଙ୍କନ ପତ୍ର ଦାଖଲ
ଭୁବନେଶ୍ବର() ଆଜି ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିଜେଡିର ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ୨ ପ୍ରାର୍ଥୀ ରିଟର୍ଣ୍ଣିଂ ଅଫିସର ବିଷ୍ଣୁପ୍ରସାଦ ମିଶ୍ରଙ୍କ ଠାରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି…