ସାମ୍ବାଦିକ ହତ୍ୟା ମାମଲା- ରାମ ରହିମ ଦୋଷୀ ସାବ୍ୟସ୍ତ
ହରିୟାଣାର ସାମ୍ବାଦିକ ରାମଚନ୍ଦ୍ର ଛତ୍ରପତି ହତ୍ୟାକାଣ୍ଡ ମାମଲାରେ ଆସିଲା ରାୟ। ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମୀତ ରାମ ରହିମ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ପଞ୍ଚକୁଲା ସ୍ୱତନ୍ତ୍ର ସିବିଆଇ କୋର୍ଟ ରାମ ରହିମଙ୍କ ସମେତ ୪ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ୧୭ ତାରିଖରେ ସେମାନଙ୍କ…
