କରୋନା ଭୂତାଣୁ ସମ୍ପର୍କରେ ‘ଗରାବଡୁ’ ସେବକମାନଙ୍କ ନିମନ୍ତେ ସଚେତନତା ଶିବିର
ପୁରୀ () ତାଳଧ୍ୱଜ ରଥର ୧୧ଟି ଚକ ଶେଷ ହୋଇ ଅନ୍ୟ ଦୁଇଟି ଚକ ମଧ୍ୟରୁ ଗୋଟିକରେ ପଇ ପିନ୍ଧାକାର୍ଯ୍ୟ ଚାଲିଥିବା ବେଳେ ଅନ୍ୟ ଚକଟିରେ ତୁମ୍ବରେ ଅର ସଂଯୋଗ ସରିଛି ।
ସେପଟେ ଦେବଦଳନ ରଥର ୧୦ଟି ଚକ ସମ୍ପୂର୍ଣ୍ଣ ହୋଇ ଅନ୍ୟ ଏକ ଚକରେ ପଇ ପିନ୍ଧାକାର୍ଯ୍ୟ ଚାଲିଛି ।
ସେହିିିପରି ନନ୍ଦୀଘୋଷ ରଥର…