Odia News Portal
Browsing Tag

ratnabhandar

ରତ୍ନଭଣ୍ଡାର: ଅକ୍ଟୋବର ମଧ୍ୟରେ ଶେଷ ହେବ ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ

ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ। ଏହି କାମ ଚଳିତ ମାସରେ କରାଯିବା ପାଇଁ ଚେଷ୍ଟା କରାଯାଉଛି।…

ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଆଜ୍ଞାମାଳ

ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ। ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ମହାପ୍ରଭୁ ଲୋକନାଥଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି। ମହାପ୍ରଭୁ ଲୋକନାଥ ମହାପ୍ରଭୁ, ମହାଲକ୍ଷ୍ମୀ, ବାବା ଲୋକନାଥ ଓ ମା’ ବିମଳା