ନିର୍ବାଚନ ଲଢ଼ିବେ ରବି କିଷନ
ଏଥର ଲୋକସଭା ନିର୍ବାଚନ ଲଢ଼ିବେ ଭୋଜପୁରୀ ଫିଲ୍ମର ଲୋକପ୍ରିୟ ଅଭିନେତା ତଥା ବିଜେପି ନେତା ରବି କିଷନ। ତେବେ ସେ କେଉଁଠୁ ନିର୍ବାଚନ ଲଢ଼ିବେ ସେ ନେଇ କୌଣସି ସୂଚନା ମିଳିପାରି ନାହିଁ। ସେ ଏହାର ନିଷ୍ପତ୍ତି ଦଳ ଉପରେ ଛାଡିଦେଇଛନ୍ତି। ଦେଶରେ ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟତା ୨୦୧୪ ତୁଳନାରେ…