Odia News Portal
Browsing Tag

record

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ସାଉଥମ୍ପଟନ୍‌: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ଭାଙ୍ଗିଛନ୍ତି ବିରାଟ କୋହଲି । ଟେଷ୍ଟ କ୍ରିକେଟରେ ଅଧିକ ମ୍ୟାଚରେ ଅଧିନାୟକତ୍ୱ କରିବାର ରେକର୍ଡ କରାଯାଇଛି । ଧୋନୀ ୬୦ଟି ଟେଷ୍ଟ ମ୍ୟାଚରେ ଅଧିନାୟକତ୍ୱ କରିଥିବା ବେଳେ ଏହି ରେକର୍ଡକୁ ଭାଙ୍ଗିଛନ୍ତି ବିରାଟ ।…