Odia News Portal
Browsing Tag

republic-day-at-bhubaneswar

ଗାନ୍ଧୀମାର୍ଗରେ ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ । ରାଜଧାନୀରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଭୁବନେଶ୍ବର ଗାନ୍ଧୀମାର୍ଗରେ ମାନ୍ୟବର ରାଜ୍ୟପାଳ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ।ତେବେ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି ।…

ରାଜ୍ୟସ୍ତରୀୟ ପ୍ୟାରେଡ ଉତ୍ସବରେ ରାଜ୍ୟପାଳଙ୍କ ଅଭିବାଦନ ଗ୍ରହଣ

୭୦ତମ ସାଧାରଣତନ୍ତ୍ର ଦିବସ ପାଇଁ ଆଜି ସାରା ଓଡିଶା ଉତ୍ସବମୁଖର ହୋଇଉଠିଛି । ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ଜିଲ୍ଲା, ସବଡିଭିଜନ ସମେତ ପୁରପଲ୍ଲୀରେ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଭୁବନେଶ୍ୱର ଠାରେ ଅନୁÂିତ ରାଜ୍ୟସ୍ତରୀୟ ପ୍ୟାରେଡ୍ ଉସ୍ôବରେ ରାଜ୍ୟପାଳ…