Odia News Portal
Browsing Tag

Republic day

ବିଜେଡି ରାଜ୍ୟ କାର୍ଯ୍ୟଳୟରେ ୭୩ ତମ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ

ଆଜି ସାରା ଦେଶରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି । ବିଜେଡି ରାଜ୍ୟ କାର୍ୟ୍ୟାଳୟରେ ମଧ୍ୟ ପାଳିତ ହୋଇଛି ୭୩ତମ ସାଧାରଣତନ୍ତ୍ର ଦିବସ । ବିଜେଡି ରାଜ୍ୟ କାର୍ୟ୍ୟାଳୟରେ ରାଜ୍ୟ ଯୋଜନାବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ପତାକା ଉତ୍ତୋଳନ କରିଥିଲେ । ଏହି ସମୟରେ ବିଜେଡି…

ଦେଶ ପାଳୁଛି ୭୩ ତମ ସାଧାରଣତନ୍ତ୍ର ଦିବସ

ସାରା ଦେଶ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ। ନୂଆଦିଲ୍ଲୀର ଜାତୀୟ ରାଜପଥରେ ପତାକା ଉତ୍ତୋଳନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦିଲ୍ଲୀ ଆକାଶରେ ଦେଖିବାକୁ ମିଳିବ ଲଢୁଆ ବିମାନ ସୁଖୋଇ, ଜାଗୁୱାର ଓ ରାଫେଲକୁ। ୭୫ଟି ଏୟାରକ୍ରାଫ୍ଟ ପରେଡରେ ଭାଗନେବେ। ବିଭିନ୍ନ ସ୍ଥାନରେ ୧୦ଟି…

ନେତାଜୀଙ୍କ ଜନ୍ମଦିନରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ

ଜାନୁଆରୀ ୨୬ ତାରିଖରେ ଦେଶରେ ଗଣତନ୍ତ୍ର ଦିବସ ପାଳନ କରାଯାଇଥାଏ । କିନ୍ତୁ ଏଣିକି ଜାନୁଆରୀ ୨୩ରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ସମାରୋହ । ମହାନ ସ୍ୱାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିବସରୁ ଏହି ସମାରୋହ ପର୍ବ ଆରମ୍ଭ ହେବ । ପୂର୍ବରୁ ଏହି ଉତ୍ସବ ଜାନୁଆରୀ ୨୪ ତାରିଖରୁ…

ଭଦ୍ରକରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

ଭଦ୍ରକ : ଆଜି ସାରା ଦେଶ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଭଦ୍ରକ ଜିଲ୍ଲାରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଭଦ୍ରକ ସହରର ନେହେରୁ ଷ୍ଟାଡିୟମ ଠାରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି | ଭଦ୍ରକ ଜିଲ୍ଲାପାଳ ଡକ୍ଟର ଜ୍ଞାନ ଦାସ ଜାତୀୟ ପତାକା ଉତ୍ତୋଳନ…