ଅରୁଣ ବୋଥ୍ରାଙ୍କୁ ସେସୁର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ବ
ଭୁବନେଶ୍ବର () ରାଜ୍ୟ ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ଉନ୍ନୟନ କମିଶନର ତଥା ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି । କେବିକେ ମୁଖ୍ୟ ପ୍ରଶାସକ ସୁଦର୍ଶନ ପାଲ ଠାକୁର ଗୋପବନ୍ଧୁ ଏକାଡେମୀର…
