ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା, କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ
ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଜାରି । ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ । ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ । ପାଇପ୍ ଲାଇନ୍ କରିଡର୍ ପାଇଁ ROW ଅନୁମତି ପାଇଁ ଜାରି ହୋଇଛି…