Odia News Portal
Browsing Tag

result

ଆଜି ଅପରାହ୍ନରେ ଯୁକ୍ତ ୨ କଳା ପରୀକ୍ଷା ଫଳ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ବିଦ୍ୟାଳୟଗୁଡ଼ିକର ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ କରାଯିବ। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ…

ପ୍ରଥମ ଦିନର ଗଣତିରେ ମୋଟ ୩୧୫ଆସନରୁ ୨୮୨ ଆସନରେ ବିଜେଡିର ବାଜିମାତ୍

ରାଜ୍ୟରେ ଆଜି ଦ୍ୱିତୀୟ ଦିନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟଗଣତି ଜାରି ରହିଛି । ଗତକାଲି ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନର ଭୋଟଗଣତି କରାଯାଇଥିଲା । ପ୍ରଥମ ଦିନର ଭୋଟ ଗଣତିରେ ବିଜେଡିକୁ ମିଳିଛି ବିପୁଳ ସଫଳତା । ଭୋଟରଙ୍କ ଭରସା ସାଜିଛି ବିଜୁ ଜନତା ଦଳ । ମିଛ…

ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମେଟ୍ରିକ ଅଫଲାଇନ ପରୀକ୍ଷା ଫଳ

ଭୁବନେଶ୍ୱର : ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ୍ ପରୀକ୍ଷା ରେଜଲ୍ଟ । ଏଥିଲାଗି ଜୋରଦାର ଉଦ୍ୟମ ଚାଲିଛି। ଚଳିତ ବର୍ଷ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିବା ସତ୍ତ୍ୱେ ଗତବର୍ଷଠାରୁ ଶୀଘ୍ର ଆରମ୍ଭ ହେବ ଯୁକ୍ତ ୨ ନାମଲେଖା । ଅଫଲାଇନ୍ ପରୀକ୍ଷା ଦେଇଥିବା ପିଲାଙ୍କୁ ବି ନାମ…

ସିବିଏସ୍‌ଇ ଦଶମ ପରୀକ୍ଷାରେ ଓଡିଆ ଝିଅ କୃତିତ୍ୱ

ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଓଡ଼ିଆ ଝିଅଙ୍କ କୃତିତ୍ବ । ମୋଟ୍ ୫୦୦ରୁ ୪୯୯ ମାର୍କ ରଖି ଟପ୍ କରିଛନ୍ତି ଓଡ଼ିଆ ଝିଅ ଅମ୍ରିତା ବେହୁରା । ଅମ୍ରିତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଓଳାଭର ବରୁଣା ଗାଁରେ । ଅମ୍ରିତାଙ୍କ ବାପା ଅମୀୟ କୁମାର ବେହୁରା ଆଇଓସିଏଲ୍‌ରେ ଜେନେରାଲ୍ ମ୍ୟାନେଜର ଭାବେ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଛି । ତେବେ ବିଭିନ୍ନ କାରଣ ପାଇଁ ଏଥର ୧୧ଶହ ୮୪ ଜଣଙ୍କ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ସ୍ଥଗିତ ରଖାଯାଇଛି । ବିଜ୍ଞାନ ବିଭାଗ ରେଗୁଲାରରେ ୯୦, ଏକ୍ସରେଗୁଲାରରେ ୭୧୦ ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ସ୍ଥଗିତ ରହିଛି ।…

୩୧ରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର: ଆଉ ମାତ୍ର ୨ଦିନ ପରେ ପ୍ରକାଶ ପାଇବ +୨ ରେଜଲ୍ଟ । ଜୁଲାଇ ୩୧ରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦ କ୍ଷେପ ଗ୍ରହ ଣ…

ଜୁଲାଇ ୩୧ ସୁଦ୍ଧା ବାହାରିବ ଯୁକ୍ତ ୨ ସିବିଏସଇ ଫଳାଫଳ

ନୂଆଦିଲ୍ଲୀ: ଚଳିତବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ସିବିଏସଇ ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ କରିଥିଲେ । ମୂଲ୍ୟାୟନକୁ ନେଇ ଅନିଶ୍ଚିତତା ଲାଗି ରହିଥିଲା । ଏଥିପାଇଁ ସିବିଏସଇ ଏକ ୧୩ ଜଣିଆ କମିଟି ଗଠନ କରିଥିଲା । କମିଟିର ସୁପାରିଶ ଆଧାରରେ ମୂଲ୍ୟାୟନ ମାନଦଣ୍ଡ ନିର୍ଦ୍ଧାରଣ…

ଯୁକ୍ତ ୨ ମୂଲ୍ୟାଙ୍କନର ବାହାରିଲାନି ନିଷ୍କର୍ସ

ଭୁବନେଶ୍ୱର: ଯୁକ୍ତ ୨ ମୂଲ୍ୟାଙ୍କନ ଲାଗି ବାରମ୍ବାର ବସୁଛି ବୈଠକ । ତେବେ ଏଯାବତ ବାହାରିପାରିଲାନି ନିଷ୍କର୍ସ । ଗତକାଲି ୨୦୨୧-୨୨ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କ ମୂଲ୍ୟାଙ୍କନ ପାଇଁ ବିଶେଷଜ୍ଞ ବୈଠକ ବସିଥିଲେ ସୁଦ୍ଧା କୌଣସି ନିଷ୍କର୍ସ ବାହାରି ପାରିନଥିଲା । ଆଜି ଅନ୍ତିମ ବୈଠକରେ ଚୂଡାନ୍ତ…

ଜୁନ୍ ଶେଷ ସପ୍ତାହରେ ବାହାରିବ ମେଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଜୁନ୍ ଶେଷ ସପ୍ତାହରେ ବାହାରିବ ମେଟ୍ରିକ ରେଜଲ୍ଟ୍ । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପାଇଁ ଚେଷ୍ଠା କରାଯାଉଛି । ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ ଭାବରେ କରାଯାଉଛି । ଆଜି ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେପଟେ ସ୍କୁଲ ଖୋଲିବା ପ୍ରସଙ୍ଘରେ…