ମଧ୍ୟାହ୍ନ ଭୋଜନ ଖାଇଲେ ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର () ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ବାରଙ୍ଗ ତହସିଲ୍, ବାଙ୍କୀ ତହସିଲ୍, ମୁଣ୍ଡୁ ମୁହାଣ ନୋଡାଲ୍ ସ୍କୁଲ ଓ ବାଙ୍କୀସ୍ଥିତ ଆହାର କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତ ମନ୍ତ୍ରୀମାନଙ୍କୁ ଅଚାନକ ପରିଦର୍ଶନ କରିବାକୁ…
