ଅଧିକ ଆକାଉଣ୍ଟ ଖୋଲ, ଉତ୍ତମ ସେବା ଦିଅ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକ ସେବା ଭବନରୁ ଭିଡିଓ କନଫରେନସିଂ ଜରିଆରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ଏସପି ଓ ଆରଟିଓ ମାନଙ୍କ ସହିତ ନୂଆ ଟ୍ରାଫିକ ଆଇନ ସଂପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲିବା ଓ…