ଆସନ୍ତାକାଲି ଭାରତ ଗସ୍ତରେ ଆସିବେ ରୁଷ୍ ବୈଦେଶିକ ମନ୍ତ୍ରୀ ସର୍ଗୋଇ ଲାଭରୋଭ
ଆସନ୍ତାକାଲି ଭାରତ ଗସ୍ତରେ ଆସିବେ ରୁଷ୍ ବୈଦେଶିକ ମନ୍ତ୍ରୀ ସର୍ଗୋଇ ଲାଭରୋଭ । ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ । ୟୁକ୍ରେନ୍ ସହ ଯୁଦ୍ଧ ଭିତରେ ରୁଷ୍ ବୈଦେଶିକ ମନ୍ତ୍ରୀଙ୍କ ଭାରତ ଗସ୍ତ ବେଶ ଗୁରୁତ୍ୱ ରଖୁଛି । ଲାଭରୋଭ ଏବେ ଚୀନରେ ଅଛନ୍ତି । ଚୀନ୍ ବୈଦେଶିକ ମନ୍ତ୍ରୀ ଓ୍ଵାଙ୍ଗ!-->…
