ଆଗୁଆ ମିଳିବ ୪ମାସର ଦରମା
ଭୁବନେଶ୍ୱର() ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ମନୋବଳ ବଢ଼ାଇଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ପାଇଁ ସ୍ୱାସ୍ଥ୍ୟକର୍ମୀଙ୍କୁ ଅଗ୍ରୀମ ଦରମା ମିଳିବ । ୪ମାସର ଦରମା ଅଗ୍ରୀମ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଡାକ୍ତର, ପାରା ମେଡ଼ିକାଲ ଷ୍ଟାଫ୍ ଓ ନର୍ସଙ୍କୁ ଆଗୁଆ…