ଶିବସେନାରେ ସାମିଲ ହେଲେ ସଲମାନଙ୍କ ବଡିଗାର୍ଡ
ମୁମ୍ବାଇ() ଶିବସେନାରେ ଯୋଗ ଦେଇଛନ୍ତି ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବଡିଗାର୍ଡ ଶେରା। ଶୁକ୍ରବାର ଉଦ୍ଧବ ଠାକରେଙ୍କ ଉପସ୍ଥିତିରେ ଦଳରେ ସାମିଲ୍ ହୋଇଛନ୍ତି ଶେରା। ଏ ନେଇ ଶିବସେନା ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଦୀର୍ଘ ୨୨ ବର୍ଷ ହେବ ସଲମାନଙ୍କ ବଡିଗାର୍ଡ ରହିଛନ୍ତି ଶେରା।…
