Odia News Portal
Browsing Tag

Samartha barma

କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା () ମାତ୍ର ଦିନ କେଇଟାରେ କେନ୍ଦ୍ରାପଡା ଜିଲ୍ଲାରେ ପ୍ରସ୍ତୁତ ହେଲା କୋଭିଡ ହସ୍ପିଟାଲ । ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ସହ ୧୦ଟି ଆଇସିୟୁ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରଶଂସିତ ହୋଇଛନ୍ତି କେନ୍ଦ୍ରାପଡାର ଯୁବ ଜିଲ୍ଲାପାଳ ସାମର୍ଥ ବର୍ମା…