Odia News Portal
Browsing Tag

sambalpur district

ଥାନା ସାମ୍ନାରେ ବିଜେପି କର୍ମୀଙ୍କ ହଙ୍ଗାମା

ସମ୍ବଲପୁର: ଚାଷୀ ସମସ୍ୟା ନେଇ ସମ୍ବଲପୁରରେ ବିଜେପି କର୍ମୀ ସମ୍ବଲପୁର ଟାଉନ୍ ଥାନାର ଫାଟକ ଭାଙ୍ଗି ଧସେଇ ପଶିବାରୁ ଘଟଣାସ୍ଥଳରେ ଉତ୍ତେଜନା । ତେବେ ବିଜେପି ମହିଳା କର୍ମୀ ଘଟଣାସ୍ଥଳରେ ଢେଲା ପଥର ମାଡ଼ କରିଛନ୍ତି ।ଏନେଇ ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି |ଏହି ଘଟଣାରେ ପୋଲିସ ଓ…

କୋଭିଡ୍ ହସ୍ପିଟାଲରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ

ସମ୍ବଲପୁର ଭିମ୍‌ସାର କୋଭିଡ୍‌ ହସ୍ପିଟାଲ ପରିସରରେ ଜଣେ ମହିଳା ରୋଗୀଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ରବିବାର ଏହି ଘଟଣା ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଡାକ୍ତରଖାନା କର୍ମଚାରୀ ଦୁଷ୍କର୍ମ ଉଦ୍ୟମ କରିଥିବା ଉକ୍ତ ରୋଗୀଙ୍କୁ କାବୁ କରି ପୋଲିସକୁ ଖବର ଦେଇଥିଲେ।…

ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ

ସମ୍ବଲପୁର: ଆଜି ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ । ଭିଡିଓ କନଫରେସିଂ ଜରିଆରେ ନୂଆ କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାର୍ଯ୍ୟକ୍ରମ ଆରମ୍ଭରେ ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା କେମିତି ଶିକ୍ଷାର ହବ୍ ପାଲଟିଛି,…

ଆସନ୍ତା ୩ ତାରିଖରେ ଖୋଲିବ ମା ସମଲେଶ୍ୱରୀଙ୍କ ମନ୍ଦିର

ସମ୍ବଲପୁର: ଆସନ୍ତା ଜାନୁଆରୀ ୩ ତାରିଖରେ ଖୋଲିବାକୁ ଯାଉଛି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କ ମନ୍ଦିର । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଏସଓପି ଜାରି କରାଯାଇଛି ।ଏସଓପି ଅନୁଯାୟୀ ମନ୍ଦିର ଖୋଲିବାର ପ୍ରଥମ ୫ ଦିନ ସମ୍ବଲପୁରବାସୀ ମା’ଙ୍କ ଦର୍ଶନ କରି…