Odia News Portal
Browsing Tag

sambalpur

ହୀରାକୁଦରେ ବଢ଼ୁଛି ଜଳସ୍ତର

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାରେ ଜଳସ୍ତର । ଗତକାଲି ସୁଦ୍ଧା ୧୮ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଥିବା ବେଳେ ଏବେ ମୋଟ ୨୪ ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମପାଶ୍ୱର୍ର ୧୬ଟି ଗେଟ୍ ଖୋଲାଯାଇଥିବା ବେଳେ ଡାହାଣ ପାଶ୍ୱର୍ରେ ୮ଟି ଗେଟ୍…

ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଲା

ସମ୍ବଲପୁର: ପ୍ରବଳ ବର୍ଷା । ବଢ଼ୁଛି ଜଳସ୍ତର । ହୀରାକୁଦ ଜଳ ଭଣ୍ଡାରର ଆଉ ୬ଟି ଗେଟ୍ ଖୋଲିଛି । ବର୍ତ୍ତମାନ ହୀରାକୁଦ ଡ୍ୟମ୍ର ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବଙ୍ଗୋପସାଗରରେ ସୃଷ୍ଟ ଅବପାତ ବା ଡିପ୍ରେସନ ଏବେ ଓଡ଼ିଶା ଉପରୁ ସଂପୂର୍ଣ୍ଣ ଭାବେ ଅପସରିଯାଇଛି । ଆଜି ସକାଳ ସାଢେ ୫ଟା…

ହୀରାକୁଦ ଜଳ ଭଣ୍ଡାରର ଖୋଲିଲା ୬ଟି ଗେଟ୍

ସମ୍ବଲପୁର: ରାଜ୍ୟରେ ପ୍ରବଳ ଛେଚୁଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ପ୍ରବଳ ବର୍ଷା କାରଣରୁ ହୀରାକୁଦ ଜଳ ଭଣ୍ଡାରରେ ଜଳ ପତ୍ତନ ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମର ୬ଟି ଗେଟ୍ ଖୋଲାଯାଇଛି । ସତର୍କ ଘଣ୍ଟି ବାଜିବା ପରେ ହୀରାକୁଦର ୩ ନମ୍ବର ଓ ୭…

ସମଲେଶ୍ୱରୀ ମନ୍ଦିରର ଲାଇଟ୍ ଆଣ୍ଡ ସାଉଣ୍ଡ ସିଷ୍ଟମର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅାଁଖାଇ । ସମ୍ବଲପୁରର ଅଧିÂାତ୍ରୀ ଦେବୀ ମା ସମଲେଇଙ୍କ ପୀଠରେ ପାଳିତ ହୋଇଛି ନୂଅାଁଖାଇ । ତେବେ ଆଜିର ଏହି ପବିତ୍ର ଦିନରେ ମା’ ସମଲେଶ୍ୱରୀ ମନ୍ଦିରର ଲାଇଟ୍ ଆଣ୍ଡ ସାଉଣ୍ଡ ସିଷ୍ଟମର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ମା ସମଲେଶ୍ୱରୀଙ୍କ ନିକଟରେ ଲାଗିହେଲା ନବାନ୍ନ

ସମ୍ବଲପୁର: ଅନ୍ତ ହେଲା ସବୁ ପ୍ରତୀକ୍ଷା । ମାଁ ସମଲେଶ୍ବରୀଙ୍କ ନିକଟରେ ଲାଗି ହେଲା ନବାନ୍ନ । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିର ତୁଳା ଲଗ୍ନର ଶୁଭ ମୁହୁର୍ତ୍ତରେ ମାଁ ସମଲେଶ୍ବରୀଙ୍କ ନିକଟରେ ଲାଗି ହୋଇଛି ନବାନ୍ନ । ପର୍ବରୁ ଧାର୍ୟ୍ୟ ହୋଇଥିବା ୧୦ଟା ୧୫ ମିନିଟରୁ ୧୦ଟା ୨୫ ମଧ୍ୟରେ…

ଓଡିଶା ସାମ୍ବାଦିକ ୟୂନିଅନର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଓ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ସମ୍ବଲପୁର: ଓଡିଶା ସାମ୍ବାଦିକ ୟୂନିଅନ (ଓୟୂଜେ)ର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉତ୍ସବ ସ୍ଥାନୀୟ ତପସ୍ୱିନୀ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ସାମାଜିକ ଜଟିଳ ପରିସ୍ଥିତିରେ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ପ୍ରଦାନ ଲାଗି ଦାବି କଲା ସ୍କାନ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ପ୍ରଦାନ ପାଇଁ ଦାବି କରିଛି ସ୍ବେଚ୍ଛାସେବୀ ସଙ୍ଗଠନ ସୋସିଆଲ ଆଣ୍ଡ କଳଚୁରାଲ ଏଡଭାନ୍ସ ନେଟୱର୍କ ବା ସ୍କାନ। ଶନିବାର ସମ୍ବଲପୁର ଭିଏସଏସ ମାର୍ଗସ୍ଥିତ ଏକ ହୋଟେଲରେ ସ୍କାନ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ଏହି ଦାବି…

ସମ୍ବଲପୁରରେ ନକଲି ନୋଟ୍ କାରବାର ଠାବ

ସମ୍ବଲପୁର: ସମ୍ବଲପୁରରେ ହାଇଯାଉ ହେଲାଣି ନକଲି ନୋଟ୍ । ଗତ କିଛି ମାସ ହେବ ସମ୍ବଲପୁର ସହରରେ ନକଲି ନୋଟ୍ ପୁଲିସ୍ର ନିଦ ହଜେଇ ଦେଇଥିଲା । ୭ ଦିନ ତଳେ ଟାଉନ୍ ଥାନା ଅଞ୍ଚଳରୁ ଏକ ନକଲି ନୋଟ୍ ମିଳିବା ଘଟଣାରେ ପୁଲିସ୍ ଖୋଳତାଡ଼ କରୁ କରୁ ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ଭଳି ପୁଲିସ୍କୁ…

ଆଜି ଖୋଲିଲା ମା ସମଲେଶ୍ୱରୀଙ୍କ ମନ୍ଦିର

ଆଜି ଖୋଲିଲା ସମ୍ବଲପୁର ଅଧିଷ୍ଟାତ୍ରି ଦେବୀ ମାଆ ସମଲେଶ୍ୱରୀଙ୍କ ମନ୍ଦିର । ମାଆ ସମଲେଶ୍ୱରୀଙ୍କ ଦର୍ଶନ କଲେ ଶ୍ରଦ୍ଧାଳୁ । ସମଲେଶ୍ଵରୀ ମନ୍ଦିର ସହିତ ଜିଲ୍ଲାର ଅନ୍ୟ ମନ୍ଦିରଗୁଡିକ ମଧ୍ୟ ଖୋଲାଯାଇଛି । ସମଲେଶ୍ଵରୀ ମନ୍ଦିରରେ ଯେମତି ଭିଡ ନ ଜମେ ସେଥି ପାଇଁ ଝଙଚ ଜାରି କରିଛି ଜିଲ୍ଲା…

ହୀରାକୁଦରେ ଖୋଲିଲା ୧୪ଟି ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରେ ଖୋଲିଛି ଆଉ ୪ ଗେଟ୍ । ବର୍ତମାନ ହୀରାକୁଦରୁ ୧୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଉଥିବାରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏହି ଜଳଭଣ୍ଡାରର ଜଳଧାରଣ…