ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ
ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ଆଜି ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଶ୍ରୀମନ୍ଦିରରୁ ବାହାରକୁ ଆସିଛନ୍ତି ମହାପ୍ରଭୁ । ଏହା ମଧ୍ୟରେ ପହଣ୍ଡି ବିଜେ ପରେ ରଥାରୂଢ଼ ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ।ପ୍ରଭୁ ଶ୍ରୀ ବଳଭଦ୍ର, ମା’ ସୁଭଦ୍ରା ଓ ଜଗନ୍ନାଥଙ୍କ ଦର୍ଶନ ଲାଭ!-->…
