Odia News Portal
Browsing Tag

santosh tripathy

ଏଫଏମ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ହେଲେ ପ୍ରଫେସର ସନ୍ତୋଷ ତ୍ରିପାଠୀ

ଭୁବନେଶ୍ୱର: ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ। ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ଗଣେଶୀଲାଲ ଗୁରୁବାର ୪ ବର୍ଷ ପାଇଁ ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି। ପ୍ରଫେସର ତ୍ରିପାଠୀ ଉତ୍କଳ…