Odia News Portal
Browsing Tag

sarapanch candidate

ଅଚେତ ଅବସ୍ଥାରେ ଉଦ୍ଧାର ହେଲେ ସରପଞ୍ଚ

ହାତଗୋଡ଼ ବନ୍ଧା ଓ ଅଚେତ ଅବସ୍ଥାରେ ନିଖୋଜ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର । ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସୁନାରି ସିକୁଁଆ ଗାଁ’ର ସରପଞ୍ଚ ପ୍ରାର୍ଥୀ ଚୂଳ ବୈଠାରୁଙ୍କୁ ଗୁରୁତର ଅବସ୍ଥାରେ ଗାଁ ରାସ୍ତା ପୋଲତଳୁ ଉଦ୍ଧାର କରାଯାଇଛି । ତାଙ୍କୁ ଖଡ଼ିଆଳ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।…

ସରପଞ୍ଚ ପାର୍ଥୀଙ୍କୁ ଆକ୍ରମଣ

ଗଜପତ: ଗଜପତିର ଗୋଷାଣୀ ବ୍ଲକ ଶରଧାପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ । ଆହତ ଜଣକ ହେଲେ ଚେନି ପ୍ରସାଦ ରାଓ । ଆକ୍ରୋଶ ମୂଳକ ଭାବେ ତାଙ୍କୁ ବିରୋଧୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଶୋଭାଯାତ୍ରା ସମୟରେ କିଛି ବିଜେପି କର୍ମୀ ଚେନୀ ପ୍ରସାଦଙ୍କ ସହ ଯୁକ୍ତି ତର୍କ କରିଥିଲେ ।…