ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ
ଭୁବନେଶ୍ବର() ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୮୧ ବର୍ଷରେ ଦେହାନ୍ତ ହୋଇଥିବାର ସୂଚନା ଦେଇଛନ୍ତି ଶରତଙ୍କ ପୁଅ ସୁମନ କର । ବିଧାନସଭା ବାଚସ୍ପତି ସହ ଏକାଧିକ ଥର ମନ୍ତ୍ରୀ ଥିଲେ ଶରତ କର ।
୧୯୩୯ ମସିହା ସେପ୍ଟେମ୍ବର ମାସ ୫ତାରିଖରେ…
