Odia News Portal
Browsing Tag

sarbajeeta anu

ଭିନ୍ନ କାହାଣୀକୁ ନେଇ ନୂଆ ଧାରାବାହିକରେ ଆସୁଛନ୍ତି ଅନୁ

ଓଡ଼ିଆ ଚଳଚ୍ଚିତ୍ର ଦୁନିଆର ଏକ ପରିଚିତ ନାମ ଅନୁ ଚୌଧୁରୀ । ବଡ଼ ପରଦାରେ ହସାଉଥିବା ଓ କନ୍ଦାଉଥିବା ଏହି ଅଭିନେତ୍ରୀ ଏବେ ଟେଲିଭିଜନରେ କରିବେ କମାଲ । ଦୀର୍ଘ ୨ ଦଶନ୍ଧି ଧରି ୬୫ ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି ଅନୁ । ତାଙ୍କର ସୁନ୍ଦର ଅଭିନୟ ଓ ନୃତ୍ୟରେ ଜନତା…