ସ୍ୱାମୀ, ଶାଶୁ ଓ ନଣନ୍ଦଙ୍କ ନାମରେ ଅଭିଯୋଗ ପରେ ଭୁବନେଶ୍ୱର ମହିଳା ଥାନାରେ ହାଜର ହେଲେ ଓଏଏସ୍ ଅଧିକାରୀ ସାର୍ଥକ ସୌରଭ…
ଭୁବନେଶ୍ୱର ମହିଳା ଥାନାରେ ନିଜ ସ୍ୱାମୀ, ଶାଶୁ ଓ ନଣନ୍ଦଙ୍କ ନାମରେ ଅଭିଯୋଗ ଆଣିଛନ୍ତି ଅର୍ଚ୍ଚନା ଦାଶ। ରାଜ୍ୟ ସରକାରରେ ଉଚ୍ଚ ପଦବିରେ ଥିବା ଓଏଏସ୍ ଅଧିକାରୀ ସାର୍ଥକ ସୌରଭ ମହାପାତ୍ରଙ୍କ ନାମରେ ତାଙ୍କ ପତ୍ନୀ ଅର୍ଚ୍ଚନା ଦାଶ ମହିଳା ଥାନାରେ ଅଭିଯୋଗ କରିଛନ୍ତି। ଅର୍ଚ୍ଚନା…