ବାରବାଟୀ ଆସିବେ ଗାଙ୍ଗୁଲି
କଟକ() ବାରବାଟୀ ଆସିବେ ବିସିସିଆଇର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି । ଗାଙ୍ଗୁଲି କାଲିର ମ୍ୟାଚରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଏନେଇ ଓଡ଼ିଶା କ୍ରିକେଟ୍ ଆସୋସିଏସନ(ଓସିଏ)ର ସଂପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି।
ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର…