ବାହାରକୁ ଯିବେନି ସରକାରଙ୍କ ଅର୍ଥରେ ପଢୁଥିବା ଡାକ୍ତରୀ ଛାତ୍ରଛାତ୍ରୀ
ଭୁବନେଶ୍ବର() ଖୁବ୍ ଶୀଘ୍ର ରାଜ୍ୟରେ ନୂଆ ସ୍ୱାସ୍ଥ୍ୟ ନୀତି ଲାଗୁ ହେବା ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ନବ ଦାସ ।
ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୨ ବର୍ଷ ମଧ୍ୟରେ ରାଜ୍ୟରେ ପୂରଣ ହେବ ଖାଲିଥିବା ଡାକ୍ତର ପଦବୀ । ରାଜ୍ୟରେ ସ୍ୱାସ୍ଥ୍ୟ…
