Odia News Portal
Browsing Tag

SC rejects bail to Lalu Prasad Yadav

ଲାଲୁ ଯାଦବଙ୍କ ଜାମିନ ଆବେଦନ ଖାରଜ

ଆର୍ଜେଡି ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ବର୍ତ୍ତମାନ ଚାରା ଘୋଟାଲାରେ ସଜା କାଟୁ ଥିବା ଲାଲୁ ରାଞ୍ଚିସ୍ଥିତ ରାଜେନ୍ଦ୍ର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ରେ ଚିକିତ୍ସାଧୀନ ଅଛନ୍ତି । ସ୍ୱାସ୍ଥ୍ୟବସ୍ଥା ଖରାପ ଥିବା ଦର୍ଶାଇ…