Odia News Portal
Browsing Tag

school college open

ଦିଲ୍ଲୀରେ କୋହଳ ହେଲା କଟକଣା

ଦିଲ୍ଲୀରେ ସୋମବାରଠାରୁ ଖୋଲିବ ସ୍କୁଲ । ଡିଡିଏମ ବୈଠକ ପରେ କଟକଣା କୋହଳ କରାଯାଇଛି । ୭ରୁ ସ୍କୁଲ , କଲେଜ , କୋଚିଂ ଖୋଲିବାକୁ ମିଳିଛି ଅନୁମତି । ରାତି ୧୧ଟାରୁ ସକାଳ ୫ଟା ପର୍ୟ୍ୟନ୍ତ ନାଇଟ କର୍ଫ୍ୟୁ ବଳବତ୍ତର ରହିବ । ୧୦୦ ପ୍ରତିଶତ କର୍ମଚାରୀରେ ଅଫିସ ଚାଲିବ । କଟକଣାରେ ଜିମ୍ , ସ୍ପା…

୭ରୁ ଖୋଲିବ ସ୍କୁଲ କଲେଜ

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ, କଲେଜ । ସ୍କୁଲ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଓ ବିଶ୍ବବିଦ୍ୟାଳୟ ଓ ହଷ୍ଟେଲ ମଧ୍ୟ ଖୋଲିବ । ଆଜି ମୁଖ୍ୟ ଶାସନ ସଚିବ ଏହା ଘୋଷଣା କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ଆସନ୍ତା ୭…