Odia News Portal
Browsing Tag

school reopens in odisha

ଆଜିଠୁ ଖୋଲିଲା ସ୍କୁଲ୍ : ପ୍ରଥମ ସାତଦିନ ପଢା ନୁହେଁ, ଆକ୍ଟିଭିଟି ଚାଲିବ

ଦ୍ୱିତୀୟ ଦିନ ଗଣତିର ୨୭୦ ଆସନ ମଧ୍ୟରୁ ବିଜେଡି ୨୩୭, ବିଜେପି ୧୬, କଂଗ୍ରେସ ୧୫ ଓ ଅନ୍ୟମାନେ ୨ ଜିଲ୍ଲା ପରିଷଦ ଆସନରେ ବିଜୟୀ ହୋଇଛି। ।ପ୍ରଥମ ଦିନର ୨୮୨ଟି ଆସନକୁ ମିଶାଇ ବିଜେଡି ପ୍ରାର୍ଥୀମାନେ ଏଯାବତ୍ ୫୧୮ ଜିଲ୍ଲା ପରିଷଦ ଆସନରେ ବିଜୟୀ ହୋଇଛନ୍ତି। ଉପକୂଳରୁ ପଶ୍ଚିମ, ଦକ୍ଷିଣରୁ…

ଖୋଲିଲା ସ୍କୁଲ, କ୍ଲାସ କରୁଛନ୍ତି ଛାତ୍ରଛାତ୍ରୀ

ଆଜିଠୁ ଖୋଲିଛି ସ୍କୁଲ । କରୋନା କଟକଣା ଭିତରେ ଆଜିଠୁ ଆରମ୍ଭ ହେଉଛି ଅଷ୍ଟମରୁ ଦ୍ୱାଦଶ ପିଲାଙ୍କ କ୍ଲାସରୁମ ପାଠପଢା । ଅଷ୍ଟମଶ୍ରେଣୀ ପିଲାଙ୍କ କ୍ଲାସ ସକାଳ ୧୦ରୁ ଦିନ ୧ଟା ଏବଂ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ କ୍ଲାସ ସକାଳ ୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ କୋଭିଡ…

ଖୋଲିପାରେ ପ୍ରଥମରୁ ଅଷ୍ଟମ!

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିପାରେ ସ୍କୁଲ | ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ବକ୍ତବ୍ୟ ଦେଇଛନ୍ତି | ତାଙ୍କ କହିବା ଅନୁଯାୟୀ, ପ୍ରଥମରୁ ଅଷ୍ଟମ ସ୍କୁଲ ଖୋଲିବାକୁ ଏସଓପି ପ୍ରସ୍ତୁତ କରାଯାଉଛି | ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ଏସଆରସି…

ସ୍କୁଲ ଫି ହ୍ରାସ ମାମଲାର ରାୟ ପ୍ରକାଶ

ଭୁବନେଶ୍ବର: ଘରୋଇ ସ୍କୁଲ ଫି ହ୍ରାସ କରିବା ନେଇ ହାଇକୋର୍ଟରେ ହୋଇଥିବା ମାମଲାର ରବିବାର ରାୟ ପ୍ରକାଶ ପାଇଛି । ରାୟରେ ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ସ୍କୁଲ ଫି ହ୍ରାସ ପାଇଁ ହୋଇଥିବା ଏମଓୟୁକୁ ସ୍କୁଲଗୁଡିକ ପାଇଁ ଲାଗୁ କରିଯାଇପାରେ । ୧୪ଟି ବେସରକାରୀ ସ୍କୁଲ,ଗଣଶିକ୍ଷା ବିଭାଗ ଓ…

କାଲିଠୁ ବାଜିବ ଘଣ୍ଟି,ସ୍ଥିତି ପରଖିଲେ ମନ୍ତ୍ରୀ

ଭୁବନେଶ୍ୱର: କାଲିଠୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ । ଅନଲାଇନ ଛାଡି ଅଫଲାଇନରେ ପାଠ ପଢ଼ିବେ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ । ସରକାର ଜାରି କରିଥିବା ଏସଓପି ଅନୁଯାୟୀ ସମ୍ପୂର୍ଣ୍ଣ କୋଭିଡ କଟକଣା ମଧ୍ୟରେ ସ୍କୁଲକୁ ପ୍ରସ୍ତୁତ କରାଯାଇଛି। ସ୍କୁଲ ପରିସର ସାନିଟାଇଜ ଠାରୁ ଆରମ୍ଭ କରି କ୍ଲାସରେ…

୭୦% ସିଲାବସରେ ପାଠପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଜାନୁଆରୀ ୮ରୁ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ ଏବଂ ଆରମ୍ଭ ହେବ ପାଠପଢ଼ା | ତେବେ ଏନେଇ ସୂଚନା ପ୍ରଦାନ କରିଥିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତେବେ ଗୋଟିଏ ସେକ୍ସନରେ କେତେ ପିଲା ପଢ଼ିବେ ସେ ସୂଚନା ଦେଇଛନ୍ତି ଶିକ୍ଷା ମନ୍ତ୍ରୀ । ମନ୍ତ୍ରୀ…

ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲୁଥିବାରୁ ଛାତ୍ରଛାତ୍ରୀଙ୍କ ପାଠପଢା ସମସ୍ୟାର ସମାଧାନ ପାଇଁ ସବୁ ପ୍ରକାର ପ୍ରୟାସ ଚଳାଇଛନ୍ତି ରାଜ୍ୟ ସରକାର । ତେବେ ସେହି କ୍ଷେତ୍ରରେ ଏକ ନୂଆ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ…

ସ୍କୁଲ ଖୋଲିବା ପାଇଁ ଗାଇଡ଼ଲାଇନ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। ପ୍ରାୟ ୯ ମାସ ଧରି ବନ୍ଦ ରହିବା ପରେ ପିଲା ସ୍କୁଲ ଯିବେ। ସ୍କୁଲ ଖୋଲିବା ନେଇ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। ସେ ନେଇ ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିଛନ୍ତି | ମାର୍ଗଦର୍ଶିକା ଅନୁଯାୟୀ ରାଜ୍ୟରେ…