Odia News Portal
Browsing Tag

school

ସ୍କୁଲ ଛାତ୍ରଛାତ୍ରୀଙ୍କୁ ଗାଡ଼ି ମନା

ଭୁବନେଶ୍ୱର()  ଛାତ୍ରଛାତ୍ରୀଙ୍କୁ ସ୍କୁଲକୁ ଗାଡ଼ି ନେଇ ଆସିବା ଉପରେ ବାରଣ କରି କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ । ଏନେଇ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଚିଠି ଲେଖିଛନ୍ତି ନିଦ୍ଦେଶାଳୟର ଉପନିର୍ଦ୍ଦେଶକ । ୧୮…

ସ୍ବାସ୍ଥ୍ୟା ପାଇଁ ସ୍କୁଲରେ ବାଜିବ ୱାଟର୍ ବେଲ

ଭୁବନେଶ୍ୱର() ନଭେମ୍ବର ମାସ ୨୫ ତାରିଖରୁ ଗଞ୍ଜାମ ଜିଲ୍ଲାର ସମସ୍ତ ସ୍କୁଲରେ ବାଜିବ ୱାଟର୍ ବେଲ୍ । ଦିନକୁ ତିନି ଥର ପାଣି ପିଇବେ ଛାତ୍ରଛାତ୍ରୀ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଜାରି କରିଛିନ୍ତି ନିର୍ଦ୍ଦେଶନାମା । ପିଲାମାନଙ୍କ ସ୍ବାସ୍ଥ୍ୟାବସ୍ଥା ସୁସ୍ଥ…

୩ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି

ଭୁବନେଶ୍ୱର() ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା ହୋଇଛି । ୨ ଦିନ ସ୍କୁଲ ଛୁଟି ଘୋଷଣା କଲେ ୩ ଜିଲ୍ଲାର ଜିଲ୍ଲାପାଳ । କାଲି ଓ ପହରି ଦିନ ଜିଲ୍ଲାର ସବୁ ସ୍କୁଲ ଛୁଟି ରହିବ । ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।…