ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟିର ଏମ୍ଓୟୁ, ଓଡ଼ିଶା ଆସିବ ଡିକ୍ସନ୍ ଟେକ୍
ନୂଆଦିଲ୍ଲୀରେ ଅନୁଷ୍ଠିତ ସେମିକନ୍ ଇଣ୍ଡିଆ ୨୦୨୫ରେ ରାଜ୍ୟ ସରକାର ୨୬୫୫ କୋଟି ଟଙ୍କାର ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷର କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଟପ୍ଟ୍ରାକ୍ ହାଇ-ଟେକ୍ ପିସିବି ପ୍ରାଇଭେଟ୍ ଲିମିଟେଡ୍ ସହ ୧୦୦୫ କୋଟି ଟଙ୍କାର ଏବଂ…