ଭୁବନେଶ୍ବରରେ ହେବ ସେମିକଣ୍ଡକ୍ଟର ୟୁନିଟ୍
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ଆଇଏସଏମ) ଅଧୀନରେ ଆଉ ଚାରୋଟି ସେମିକଣ୍ଡକ୍ଟର ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି। ଓଡ଼ିଶା, ପଞ୍ଜାବ ଓ ଆନ୍ଧ୍ରପ୍ରଦେଶରେ ଏସବୁ ୟୁନିଟ ପ୍ରତିଷ୍ଠା ହେବ ।
ଭାରତରେ ଅନୁକୂଳ…