ସୁରେଶ ମହାପାତ୍ର ମୁଖ୍ୟ ଶାସନ ସଚିବ,ପ୍ରଦୀପ ଜେନା ଉନ୍ନୟନ କମିଶନର
					ରାଜ୍ୟ ପ୍ରଶାସନିକ ସେବାର ବଡ ଧରଣର ଅଦଳ ବଦଳ ।ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ ମହାପାତ୍ର ହେଲେ ନୂଆ ମୁଖ୍ୟ ଶାସନ ସଚିବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସ୍ଥାନରେ ସୁରେଶ ମହାପାତ୍ରଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଡିସେମ୍ବର!-->…				
						 
						 
			