ଆଜିଠୁ ୧୨ ଜିଲ୍ଲାରେ ସେରୋ ସର୍ଭେ
ଭୁବନେଶ୍ୱର: ଆଜି ଠାରୁ ରାଜ୍ୟର ୧୨ ଜିଲ୍ଲାରେ ଆରମ୍ଭ ହେବ ସେରୋ ସର୍ଭେ । ଏନେଇ ସୂଚନା ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦିପ୍ତ ମହାପାତ୍ର । ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କନ୍ଧମାଳ!-->…