ଭୁବନେଶ୍ୱରରେ ସେରୋ ସର୍ଭିଲାନ୍ସ ସର୍ଭେ ଆରମ୍ଭ
ଭୁବନେଶ୍ୱର() କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ରାଜଧାନୀ ଭୁବନେଶ୍ୱରରେ ବି ସମ ଅବସ୍ଥା । ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ଏଠାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ…