Odia News Portal
Browsing Tag

Serum Institute of India (SII)

ଭାରତରେ ସିରମ ଇନଷ୍ଟିଚ୍ୟୁଟ୍ ଉତ୍ପାଦନ କରିବ ସ୍ପୁଟିନିକ୍‌-ଭି ଟିକା

ନୂଆଦିଲ୍ଲୀ: କରୋନା ଟିକାକୁ ନେଇ ଲାଗି ରହିଛି ପ୍ରତିଯୋଗିତା । ଭାରତରେ ଏବେ କୋଭାକ୍ସିନ ଓ କୋଭିସିଲ୍ଡ ଟିକା ଦିଆଯାଉଛି । ତେବେ ସ୍ପୁଟିନିକ୍‌-ଭି ଟିକା ଭାରତରେ ଉତ୍ପାଦନ କରାଯିବା ନେଇ ଲାଗି ରହିଥିବା ଚର୍ଚ୍ଚାର ଅନ୍ତ ଘଟିଛି । ଭାରତରେ ସ୍ପୁଟନିକ-ଭି ଟିକା ଉତ୍ପାଦନ କରିବ ସିରମ…

ସେରମ୍ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ

ପୁଣେ: ଆଜି ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ‌ରେ ନିଆଁ ଲାଗିଥିଲା। ତେବେ ଏହି ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି | ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବିଭାଗର ପାଖାପାଖି ୧୦ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ୬ ଜଣଙ୍କୁ ଉଦ୍ଧାର କରାଯାଇଥିଲା ।…

ସେରମ୍‌ ଇନଷ୍ଟିଚ୍ୟୁଟରେ ଅଗ୍ନିକାଣ୍ଡ

ପୁଣେ: ମହାରାଷ୍ଟ୍ରର ପୁଣେରେ ଥିବା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆର ଟର୍ମିନାଲ ୧ ଗେଟ୍‌ରେ ଅଗ୍ନିକାଣ୍ଡ। ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚିଥିବା ବେଳେ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି।…

ପୁଣେରୁ ଆସିବ କୋଭିଡ ଭ୍ୟାକସିନ

ପୁଣେ: ପୁଣେରୁ ଆସିବ କୋଭିଡ ଭ୍ୟାକସିନ । ସେରମ ଇନଷ୍ଟିଚ୍ୟୁଟରେ ବିତରିତ ହେବାକୁ ଥିବା ୫ କୋଟି ଟିକାର ଡୋଜ ପ୍ରସ୍ତୁତ ରହିଛି । ସେହିପରି ଟିକା ପହଞ୍ଚାଇବା ପାଇଁ ପୁଣେ ଏୟାରପୋର୍ଟରେ ପ୍ରସ୍ତୁତ ହୋଇରହିଛି କାର୍ଗୋ ବିମାନ । ତେଣୁ ଦିନେ ଦୁଇ ଦିନ ଭିତରେ ଦେଶର ବିଭିନ୍ନ ଅଞ୍ଚଳରେ ଟିକା…