ଆସନ୍ତାକାଲି ଠାରୁ ଏହି ସବୁ ସେବା ଆରମ୍ଭ ହେବ
ଜରୁରୀ ସେବା ବ୍ୟତୀତ ଏପ୍ରିଲ୨୦ରୁ (ସୋମବାର) ଆଉ କେଉଁ ସେବା ଆରମ୍ଭ ହେବ ସେ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶନାମା ଜାରି କରିଛି। ଯେଉଁସ୍ଥାନରେ କରୋନା ସଂକ୍ରମଣ ଆଶଙ୍କା କମ୍ ଏବଂ ସ୍ଥିତି ସ୍ୱାଭାବିକ ରହିଥିବ ସେହି ସବୁ ସ୍ଥାନରେ ବିଭିନ୍ନ ସେବା ଆରମ୍ଭ ହେବ ବୋଲି ଗୃହ…