Odia News Portal
Browsing Tag

share market sensex high

ରେକର୍ଡ ସ୍ତର ପାର କଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ହୁ ହୁ ହୋଇ ବଢ଼ିଲା ସେନ୍‌ସେକ୍ସ| ବମ୍ୱେ ଷ୍ଟକ୍ ଏକ୍ସଚେଞ୍ଜରେ ଆଜି ନୂଆ ଇତିହାସ ସୃଷ୍ଟି କରିଛି ସେନ୍‌ସେକ୍ସ । ପ୍ରଥମ ଥର ପାଇଁ ସେୟାର ବଜାର ୫୦ ହଜାର ପଏଣ୍ଟ ଉପରେ ଖୋଲିଛି । ଜୋ ବିଡେନ ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବରେ ଶପଥ ନେବା ପରେ ଏହାର ପ୍ରଭାବ ଦେଖିବାକୁ…