ଆରପାରିରେ ଶିଲା ଦିକ୍ଷୀତ
ନୂଆଦିଲ୍ଲୀ() ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶିଲା ଦିକ୍ଷୀତଙ୍କ ପରଲୋକ ହୋଇଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ଦିନ ୧୦.୩୦ରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ତେବେ ୩.୩୦ ସମୟରେ ଦିଲ୍ଲୀର ସିଟି…