Odia News Portal
Browsing Tag

Shree Jagannath Temple Administration (SJTA)

ଶ୍ରୀମନ୍ଦିରକୁ ପୁଣି ଫେରିପାରେ ଦର୍ଶନ କଟକଣା!

ପୁରୀ: ଶ୍ରୀମନ୍ଦିରକୁ ପୁଣି ଫେରିପାରେ ରବିବାରିଆ ଦର୍ଶନ କଟକଣା ।ତେବେ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଏହି ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ହୋଇଛି । ଆଗାମୀ ସପ୍ତାହରୁ ଲାଗିପାରେ ଏହି କଟକଣା । ଶ୍ରୀମନ୍ଦିର ପ୍ରଶାସନ ଦିନ ସ୍ପଷ୍ଟ କରିନଥିଲେ ମଧ୍ୟ କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି…

କୋଭିଡ୍ ଟିକା ନେବେ ଶ୍ରୀମନ୍ଦିରର ସେବାୟତ

ପୁରୀ: ଆଜିଠୁ କୋଭିଡ୍ ଟିକା ଗ୍ରହଣ କରିବେ ପୁରୀ ଶ୍ରୀମନ୍ଦିରର ସେବାୟତ। ଲୋକନାଥ ରୋଡ୍ ପ୍ରତିହାରୀ ନିଯୋଗ ବୈଠକ ଘରେ ଶିବିରର ଆୟୋଜନ କରାଯିବ। ସକାଳ ୧୦ଟାରୁ ଅପରାହ୍ନ ୫ଟା ଯାଏଁ ହେବ ଟିକାକରଣ। ଦୈନିକ ଶହେ ଜଣଙ୍କୁ ଟିକା ଦିଆଯିବ। ୬୦ ବର୍ଷରୁ ଅଧିକ ବୟସ୍କ ସେବାୟତ ପ୍ରଥମେ ଟିକା ନେବେ।…

ଶ୍ରୀମନ୍ଦିରରେ ପଡ଼ି ବଙ୍ଗୀୟ ପର୍ଯ୍ୟଟକ ଆହତ

ପୁରୀ: ଆଜି ଶ୍ରୀମନ୍ଦିରରେ ଜଣେ ବଙ୍ଗୀୟ ପର୍ଯ୍ୟଟକ ପଡି ଯିବାରୁ ତାଙ୍କ ନାକ ଫାଟିଯାଇଛି |ତେବେ ଏହି ସମୟରେ ପୋଲିସ କର୍ମଚାରୀ ମାନବିକତା ଦେଖାଇଛନ୍ତି | ପୋଲିସ ବିଭାଗର ଜଣେ ହାବିଲଦାର ଏବଂ ଦୁଇଜଣ କନଷ୍ଟେବଳ ରକ୍ତାକ୍ତ ଅବସ୍ଥାରେ ବରିଷ୍ଠ ନାଗରିକ ଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ…

ଶ୍ରୀମନ୍ଦିରକୁ ସୁବର୍ଣ୍ଣ ଅଳଙ୍କାର ଦାନ

ପୁରୀ: ଆଜି ପବିତ୍ର ବସନ୍ତ ପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ଶ୍ରୀମନ୍ଦିରକୁ ଜୈନିକ ଦାତା ସୁବର୍ଣ୍ଣ ଅଳଙ୍କାର ଦାନ କରିଛନ୍ତି ।ତେବେ ଏହି ସୁବର୍ଣ୍ଣ ଅଳଙ୍କାର ମଧ୍ୟରେ ରହିଛି, ବଡଠାକୁର ବଳଭଦ୍ରଙ୍କ ୪୦ଟି ଶ୍ରୀମୁଖ ପଦ୍ମ ଏବଂ ୨ଟି ଝୋବା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୩ଟି ଶ୍ରୀମୁଖ…

ଶ୍ରୀମନ୍ଦିରରେ ସେବାୟତ ମାରପିଟ୍

ପୁରୀ : ଶ୍ରୀମନ୍ଦିରରେ ଦୁଇ ସେବାୟତ ହୋଇଛନ୍ତି ମୁହାଁମୁହିଁ | ପୁରୀ ଶ୍ରୀମନ୍ଦିର ଯାତ୍ରୀ ସହାୟକ ଓ ସୁଆର ସେବାୟତ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ଏପରିକି ଯାତ୍ରୀ ସହାୟକ ଦାମୋର ଗୋଚ୍ଛିକାର ଓ ସୁଆର ସେବାୟତଙ୍କ ମଧ୍ୟରେ ମାରପିଟ୍ ମଧ୍ୟ ହୋଇଛି । ସାମାନ୍ୟ ବଚସାରୁ ଯାତ୍ରୀ…