Odia News Portal
Browsing Tag

shree jagannath

ଆଜି ମହାପ୍ରଭୁଙ୍କ ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ

ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି (ବୁଧବାର)…

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାଶ୍ୱର୍ରେ ବଡ ଫାଟ ପାଲଟିଛି ଚିନ୍ତାର କାରଣ

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାଶ୍ୱର୍ରେ ବଡ ବଡ ଫାଟ ଚିନ୍ତାର କାରଣ ପାଲଟିଛି । ପଥର ସନ୍ଧିରେ ଫାଟ ଏତେ ବଡ ହୋଇଛି ଯେ, ସେଥିରେ ସରୀସୃପ ବାସ କରୁଥିବା ଆଶଙ୍କା କରାଯାଉଛି । କେବଳ ଫାଟ ନୁହେଁ ଯେଉଁ ପ୍ରାଚୀନ ମୂର୍ତି ଲାଗିଛି, ତାହା ବି ଭାଙ୍ଗି ଝଡିପଡିଲାଣି । ହେଲେ ଏଥିପ୍ରତି…

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ…

ରବିବାରରେ ବି ମିଳିବ ଜଗା ଦର୍ଶନ

ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ବୈଠକ ଏଜେଣ୍ଡାରେ ମହାପ୍ରଭୁଙ୍କ ଦୋଳ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଉପରେ ମୁଖ୍ୟ ଆଲୋଚନା ହେବ । ତା ବ୍ୟତୀତ କୋଭିଡ୍‌ ସଂକ୍ରମଣ ହାର ହ୍ରାସ ପାଇଥିବାରୁ ରବିବାର ଦିନ ଶ୍ରୀମନ୍ଦିର ଦର୍ଶନ ବନ୍ଦ କଟକଣା…

ଆଜି ବି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡସ୍ନାନ: ଭଣ୍ଡାର ଘର ନିକଟରେ କେହି ବାନ୍ତି କରିଦେଇଥିବାରୁ ନୀତି ବିଳମ୍ବ

ଆଜି ମଧ୍ୟ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡସ୍ନାନ। ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହୋଇ ବେଶ ମଇଲମ ଚାଲିଥିବାବେଳେ ଭଣ୍ଡାର ଘର ନିକଟରେ କେହି ଜଣେ ବାନ୍ତି କରିଦେଇଥିଲା। ଫଳରେ ମହାପ୍ରଭୁଙ୍କ ନୀତି ବନ୍ଦ କରାଯାଇଥିଲା।ମହାସ୍ନାନ ପାଇଁ ୧ ଘଣ୍ଟା ବନ୍ଦ ରହିଥିଲା ଶ୍ରୀଜିଉଙ୍କ ଦର୍ଶନ। ଫଳରେ…

ଆଜି ଶ୍ରୀ ମନ୍ଦୀରରେ ମହାପ୍ରଭୁଙ୍କର ପଦ୍ମବେଶ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁ ଜଗନ୍ନାଥଙ୍କ ର ଦୁର୍ଲଭ ପଦ୍ମବେଶ। ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିରର ପାରମ୍ପରିକ ସେବାୟତ ମାନେ ବେଶ୍ ନିଷ୍ଠାର ସହ ଏହି ବେଶ ନିର୍ମାଣ ଶେଷ କରିଛନ୍ତି। ଆଜି ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ପଦ୍ମବେଶରେ ବିଭୂଷିତ ହେବେ।…

ଆଜି ଶ୍ରୀ ମନ୍ଦୀରରେ ଶ୍ରୀଜିଉଙ୍କ ପୌଷ ପୂର୍ଣ୍ଣିମା

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପୁଷ୍ପାଭିଷେକ ନୀତି ଅନୁଷ୍ଠିତ ହେବ । ଆଜି ପୌଷ ପୂର୍ଣ୍ଣିମାରେ ପ୍ରଭୁ ଜଗନ୍ନାଥଙ୍କ ନିତ୍ୟ ପୂଜାପରେ ନୂଆବସ୍ତ୍ର, ଭୂଷଣ ଓ ଗନ୍ଧ ପୁଷ୍ପାଦି ଦ୍ୱାରା ଠାକୁରଙ୍କୁ ବେଶ କରାଇ ଯାତ୍ରା ମଣ୍ଡପକୁ ନିଆଯାଏ । ସେଠାରେ ବରୁଣ ପୂଜା, ସ୍ୱସ୍ତିବାଚନ, ମଙ୍ଗଳାରୋପଣ,…

ଆଜି ଶ୍ରୀମନ୍ଦୀରରେ ପାଳିତ ହୋଇଛି ମକର ସଂକ୍ରନ୍ତି

ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଶ୍ରୀମନ୍ଦିରରେ ପାଳନ ହେଉଛି ମହାପ୍ରଭୁଙ୍କ ମକର ନୀତି । ଆଜି ସକାଳୁ ଶ୍ରୀମନ୍ଦିର ଦ୍ୱାର ଫିଟିବା ପରେ ମହାପ୍ରଭୁଙ୍କ ଆଳତି ଓ ଅବକାଶ ନୀତି ବଢିବ ପରେ ଶ୍ରୀଜିଉମାନଙ୍କ ପଟା ପହରଣ ଲାଗି କରାଯିବା ସହ ତ୍ରିମୁଣ୍ଡିରେ ମକରଚୂଳ ଲାଗି କରିବାର ପରମ୍ପରା…

ପାହାଡ ଉପରେ ହଜାର ହଜାର ନିମ ବୃକ୍ଷ ଅଛି,ଶ୍ରୀ ଜଗନ୍ନାଥ ଙ୍କ ସ୍ୱପ୍ନଦେଶ

ପାହାଡ଼ ଉପରେ ହଜାର ହଜାର ନିମ ବୃକ୍ଷ । ଯାହାକୁ କେହି କେବେ ବି ଦେଖି ନଥିଲେ । ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ବପ୍ନଦେଶ ପରେ ଏବେ ପ୍ରଖର ବେଗରେ ବ୍ୟାପିଗଲା ଏହି ଘଟଣା । ଆପଣଙ୍କୁ ଏହା ଆଶ୍ଚଯ୍ୟ ଲାଗୁଥିଲେ ବି ଏହା ସତ୍ୟ । କଟକ ଜିଲ୍ଲା ଆଠଗଡ଼ ବ୍ଲକ ଅନ୍ତର୍ଗତ ଓରନ୍ଦା ଗ୍ରାମର…