ସଂସଦରେ ଉଠିଲା ଶ୍ରୀମନ୍ଦିର ପ୍ରସଙ୍ଗ
ଆଜି ସଂସଦରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ ଉଠାଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସାଂସଦ ଶ୍ରୀମତି ଷଡ଼ଙ୍ଗୀ କହିଛନ୍ତି ଯେ, ବିକାଶ କାର୍ଯ୍ୟ ହେଉ କିନ୍ତୁ ଏହା ଆଇନ ପରିସର ମଧ୍ୟ ହେଉ । ଶହେ ମିଟର ପରିଧିରେ ଚାଲିଥିବା ଅବୈଧ ଖନନକୁ ବନ୍ଦ କରାଯାଉ ବୋଲି ସେ ଦାବି!-->…
