ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚୁଲି ଭଙ୍ଗା ଘଟଣା, ୩ ଅଭିଯୁକ୍ତ ଚିହ୍ନଟ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରୋଷ ଘରେ ଚୁଲି ଭଙ୍ଗା ଘଟଣାରେ ୩ଜଣ ଚିହ୍ନଟ । ସିସିଟିଭି ଫୁଟେଜରୁ ୩ଜଣଙ୍କୁ ଚିହ୍ନଟ କରାଯାଇଥିବା ସୂଚନା ଦେଇଛି ପୋଲିସ । ଖୁବଶୀଘ୍ର ଦୁର୍ବୃତ୍ତଙ୍କୁ ଗିରଫ କରାଯିବା ନେଇ ପୁରୀ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।
ଘଟଣାରେ ଆଉ କେତେ ଜଣ ସଂପୃକ୍ତ ଅଛନ୍ତି!-->!-->!-->…
