ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବୁଧବାର ଦ୍ୱିତୀୟ…