Odia News Portal
Browsing Tag

Shutdown

୧୦ ଦିନ ସଟଡାଉନ ଘୋଷଣା

ସମ୍ବଲପୁର() ବୁଧବାର ଠାରୁ ୧୦ ଦିନ ପାଇଁ ସମ୍ବଲପୁର ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି ।  ଆସନ୍ତା ୨୨ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି ।  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି । ତେବେ ଏହି ୧୦ ଦିନିଆ…

ବଦଳିଲା ସଟଡାଉନ ନିୟମ

ସଟଡାଉନ ନିୟମରେ ସଂଶୋଧନ କରାଯାଇଛି । ନବରଙ୍ଗପୁର ଜିଲ୍ଲାରେ ସଟଡାଉନ ନିୟମରେ ସଂଶୋଧନ କରାଯାଇଛି ।ତଦନୁଯାୟୀ ଏଟିଏମ ଓ ବ୍ୟାଙ୍କ ସକାଳ ୮ଟାରୁ ଦିନ ୧ଟା ଯାଏଁ ଖୋଲା ରହିବ । ଗ୍ରୋସରୀ ଓ କ୍ଷୀର ଦୋକାନ ସକାଳ ୬ରୁ ଦିନ ୧ଟା ଯାଏଁ ଖୋଲିବ । ପରିବା ଓ ଫଳ ଦୋକାନ ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ…

ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ ଘୋଷଣା

ନବରଙ୍ଗପୁର() ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ କରାଯିବାକୁ ଘୋଷଣା କରାଯାଇଛି । ଆସନ୍ତାକାଲି ସକାଳ ୫ଟାରୁ ୨୨ ତାରିଖ ମଧ୍ୟରାତ୍ରୀ ଯାଏଁ ନବରଙ୍ଗପୁର ଜିଲ୍ଲା ସଟଡାଉନ୍ ରହିବ । ସକାଳ ୬ଟାରୁ ଦିନ ୧ଟା ଯାଏ ଅତ୍ୟାବଶ୍ୟକ…

ତିନି ଦିନ ବିଧାନସଭା ସଟଡାଉନ

ଭୁବନେଶ୍ୱର() ବିଧାନସଭାରେ କାମ କରୁଥିବା ଜଣେ କର୍ମଚାରୀଙ୍କ ସମ୍ପର୍କୀୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଫଳରେ ବିଧାନସଭାରେ କାର୍ଯ୍ୟରତ ଅନ୍ୟ କର୍ମଚାରୀଙ୍କ ପ୍ରତି କରୋନା ବିପଦ ରହିଛି । ଏହାକୁ ଆଖି ଆଗରେ ରଖି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭାକୁ ସଟଡାଉନ କରିଛନ୍ତି ।  ଆଜି…

ଗଞ୍ଜାମ ଜିଲ୍ଲାର ସହରାଞ୍ଚଳ ସଟଡାଉନ

ରାଜ୍ୟର ସବୁଠାରୁ ଗଞ୍ଜାମ ଜିଲ୍ଳା କରୋନା ପାଇଁ ବେଶି ପ୍ରଭାବିତ ହୋଇଛି । ତେଣୁ ଜୁଲାଇ ୯ରୁ ୧୩ଯାଏଁ ଗଞ୍ଜାମର ସବୁ ସହରାଞ୍ଚଳ ସଟଡ଼ାଉନ ରହିବା ନେଇ ଘୋଷଣା ହୋଇଛି । ୫ଟି ବ୍ଲକ ସଦର ମହକୁମା ଓ ୧୭ଟି ଏନଏସି ମଧ୍ୟ ସଟଡାଉନ ଘୋଷଣା କରାଯାଇଛି । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା…

କଟକ ସହରକୁ ସଟଡାଉନ ଘୋଷଣା

କଟକ()  କରୋନା ପଜିଟିଭଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଥିବାରୁ କଟକ ସହରକୁ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସିଏମସି ପକ୍ଷରୁ କଟକ ସହରକୁ ସଟଡାଉନ ଘୋଷଣା କରାଯାଇଛି । ୮ ତାରିଖ ମଧ୍ୟରାତ୍ର ଯାଏ ସଟଡାଉନ ରଖିବାକୁ ଘୋଷଣା କରାଯାଇଛି । ଘୋଷଣା ତକ୍ରାଳ ଲାଗୁ…

ହେବନି ସଟ୍ ଡାଉନ୍

ପୁରୀ() ପୁରୀରେ ଚଳିତ ସପ୍ତାହ ସଟ୍ ଡାଉନ୍ ହେବନାହିଁ । ଯେହେତୁ ରଥଯାତ୍ରା ପାଇଁ ପୁରୀରେ କଟକଣା ଲାଗୁ ହୋଇଛି, ତେଣୁ ଏ ସପ୍ତାହରେ ସଟ୍ ଡାଉନ୍ ହେବନାହିଁ । ତେବେ ଆସନ୍ତା ସପ୍ତାହରୁ କଟକଣା ଲାଗୁ ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ପୁରୀ ସହରରେ ରଥଯାତ୍ରା ଭଳି କୋଭିଡ୍ ନିୟମକୁ…

୧୦ ଜିଲ୍ଲାରେ ସଟଡ଼ାଉନ ବଳବତ୍ତର ରହିବ

ଭୁବନେଶ୍ୱର()  ଅନଲକ-୨ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଜୁଲାଇ ମାସର ପ୍ରତି ସପ୍ତାହର ଶନିବାର ଓ ରବିବାର ୧୦ଟି ଜିଲ୍ଲାରେ ସଟଡ଼ାଉନ ବଳବତ୍ତର ରହିବ ବୋଲି ସେ କହିଛନ୍ତି । ୧୦ଟି ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, ଗଜପତି, ଯାଜପୁର,…

୩ ଦିନ ସଟଡ଼ାଉନ

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରୁ ସରକାର ବହୁ ପ୍ରକାର ପଦକ୍ଷେପ ନେଉଛନ୍ତି । ବହୁ ସଂଖ୍ୟକ କରୋନା ପଜିଟିଭ ବାହାରିବା କାରଣରୁ ସଟଡାଉନ ମଧ୍ୟ କରାଯାଉଛି । ଏହାରି ମଧ୍ୟରେ ପାରଳାଖେମୁଣ୍ଡି ସହରକୁ ସଟଡ଼ାଉନ ଘୋଷଣା କରାଯାଇଛି । ଗଜପତି ଜିଲ୍ଲାର ଗୋଷାଣୀ ,ଗୁମ୍ମା ବ୍ଲକ…

ପୁରୀ ଜିଲ୍ଲା ସଟଡାଉନ

ପୁରୀ() ରଥଯାତ୍ରା ପାଇଁ ରାତି ୯ଟାରୁ କର୍ଫ୍ୟୁ ଜାରି। ଆଜି ରାତି ୯ଟାରୁ ପୁରୀରେ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ। ଏଥର ରଥ ଟାଣି ପାରିବେନି ଭକ୍ତ। କଟକଣା ଭିତରେ ରଥଯାତ୍ରା ଅନୁଷ୍ଠିତ ହେବ। ଏ ନେଇ ସୁପ୍ରିମକୋର୍ଟ ରାୟ ପ୍ରଦାନ କରିଛନ୍ତି। କେବଳ ପୁରୀ ବ୍ୟତୀତ ଅନ୍ୟ କୌଣସି…