ଆରମ୍ଭରୁ ଗଣ୍ଡଗୋଳ, ଚାଷୀଙ୍କ ପ୍ରସଙ୍ଗ ଆଲୋଚନା ପାଇଁ ଦାବି
ବିଧାନସଭା ଶୀତ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ । ଶୋକପ୍ରସ୍ତାବ ଆଗତ ପରେ ବିରୋଧୀ ଦଳ ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିବା ସହ ସରକାର ବିରୋଧରେ ନାରାବାଜି କରିଛନ୍ତି । ପ୍ରଶ୍ନକାଳ ବାତିଲ କରି ଚାଷୀ ପ୍ରସଙ୍ଗରେ ଆଲୋଚନା କରିବାକୁ ଦାବି କରି ହଟ୍ଟଗୋଳ କରିଛନ୍ତି ବିରୋଧୀ । ଗୃହ…