Odia News Portal
Browsing Tag

SOA news

ବିଶ୍ୱ ଶିଶୁ ଦିବସରେ ରେଡିଓ ଜକିଙ୍କ ଭୂମିକା ନିଭାଇଲେ ଶିଶୁ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ କମ୍ୟୁନି ଟି ରେଡିଓ ପକ୍ଷରୁ ଶନି ବାର ବିଶ୍ୱ ଶିଶୁ ଦିବସ ପାଳନ ଅବସରରେ ଶିଶୁମାନେ ବିଭିନ୍ନ ପ୍ରଶ୍ନ ପଚାରିବା ଓ ଆଲୋଚନାରେ ଭାଗ ନେଇ ଗୋଟିଏ ଦି ନ ପାଇଁ ରେଡିଓ ଜକିଙ୍କ ଭୂମିକା ନିଭାଇଛନ୍ତି । ଭୁବନେଶ୍ୱ ର ସ୍ଥିତ ଗାଇଡାନ୍ସ…

ସମରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱ ର : ସମ୍ ହସ୍ପିଟାଲ୍ରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର ଓ ଚିକିତ୍ସା ଫଳରେ ଜଣେ ୨୮ବର୍ଷର୍ର୍ ର୍ ବୟସର ଯୁବକ ନୂଆ ଜୀବନ ପାଇଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଡାକ୍ତରଙ୍କ ବିରଳ…

ସମ୍‌ ହୃଦରୋଗ ବିଶେଷଜ୍ଞଙ୍କ ପ୍ରଚେଷ୍ଟା, ସଫଳ ଉପଚାର ଯୋଗୁଁ ନୂଆ ଜୀବନ ପାଇଲା ନବଜାତ ଶିଶୁ

ଭୁବନେଶ୍ୱର : ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଡାକ୍ତରଙ୍କର ସଫଳ ଉପଚାର ଫଳରେ ନୂଆ ଜୀବନ ପାଇଛି ୪ ଦିନର ଶିଶୁ କନ୍ୟା । ଡେକ୍ସଟ୍ରୋ-ଟ୍ରାନ୍ସପୋଜିସନ୍‌ ଅଫ୍‌ ଦି ଗ୍ରେଟ୍‌ ଆର୍ଟେରୀଜ୍‌ (ଡି-ଟିଜିଏ)ଭଳି ହୃଦରୋଗ ସହିତ ଜନ୍ମ ନେଇଥିବା ଶିଶୁଟିକୁ…

ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ରେଡିଓ କ୍ଲବ୍ ମିଟ୍ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସଂଗୀତ, ନୃତ୍ୟ, ପୋଡକାଷ୍ଟ, ରେଡିଓ ଜକିଂ, ସେଲିବ୍ରିଟି ଟକ୍ ଏବଂ କମ୍ୟୁନିଟି ରେଡିଓ ସମ୍ପର୍କିତ ବିତର୍କ ଓ ଆଲୋଚନାକୁ ନେଇ ୧୦ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ଡିଜିଟାଲ୍ ୟୁନିଭର୍ସିଟି ରେଡିଓ କ୍ଳବ୍ ମିଟ୍ ମଙ୍ଗଳବାର ଉଦ୍ୟାପିତ…

ଶିଶୁର ଛାତିରୁ ୫୦୦ ଗ୍ରାମର ଟ୍ୟୁମର୍ ବାହାର କଲେ ସମ୍ ସର୍ଜନ

ଭୁବନେଶ୍ୱର: ୬ମାସର ଶିଶୁର ଛାତିରୁ ୫୦୦ ଗ୍ରାମ ଓଜନର ଏକ ବଡ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସର୍ଜନମାନେ । ସାଢ଼େ ୮ କେଜି ଓଜନର ଏହି ଶିଶୁ ପୁତ୍ରଟିର ଗତ ୭- ୮ ମାସ ହେବ ଓଜନ କମିବା ସହିତ ସେ ଖୁବ୍ ରୋଗିଣା…

ସୋଆରେ ଦୁଇ ଦିନିଆ ମେକାନିକାଲ୍‌ ଇଞ୍ଜିନିୟରିଂ ଅନ୍ତର୍ଜାତିୟ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ୍‌ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ରେ ଦୁଇ ଦିନିଆ ଅନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି ।ଏହି ସମ୍ମିଳନୀରେ ଆଲ୍ଲେଖ୍ୟ ଶୀର୍ଷକ ଥିଲା “ ରିସେଂଟ ଆଡ୍‌ଭାନ୍‌ସେସ୍‌ ଇନ୍‌…

ଉପଯୁକ୍ତ ଚିକିତ୍ସା ଓ ସଚେତନତା ଦ୍ୱାରା ଶିଶୁ ମାନେ କର୍କଟ ରୋଗରୁ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରି ପାରିବେ : ବିଶେଷଜ୍ଞ

ଭୁବନେଶ୍ୱର, : ଶିଶୁ ମାନଙ୍କ କ୍ଷେତ୍ରରେ କର୍କଟ ରୋଗର ଚିକିତ୍ସା କଷ୍ଟକର ହୋଇପାରେ କିନ୍ତୁ ନିରାଶାଜନକ ନୁହେଁ | ସଠିକ ସମୟରେ ଲକ୍ଷଣ ଚି଼ହ୍ନଟ, ଉପଯୁକ୍ତ ଚିକିତ୍ସା ଓ ପିତାମାତାଙ୍କ ଧର୍ଯ୍ୟ ରହିଲେ ଶିଶୁ କର୍କଟ ରୋଗରୁ ଆରୋଗ୍ୟ ମିଳି ପାରିବ ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ…

ଆଇଡିଏସର ମାଗଣା ମୁଖଗହ୍ୱର କର୍କଟ ପରୀକ୍ଷା

ଭୁବନେଶ୍ୱର: ଭାରତରେ ମୁଖ ଗହ୍ୱର କର୍କଟ ରୋଗ ତିନୋଟି ପ୍ରମୁଖ କର୍କଟ ପ୍ରକାରରୁ ଅନ୍ୟତମ ଯେଉଁଥିରେ କି ପ୍ରତି ଏକ ଘଣ୍ଟାରେ ୫ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥାଏ । ଯଦି ଏହି ରୋଗର ଆଗୁଆ ଚିହ୍ନଟ ଏବଂ ଚିିକିତ୍ସା କରାଯାଏ ତେବେ ଏହାଦ୍ୱାରା ରୋଗୀଟି ଯଥେଷ୍ଟ ଅଧିକ ଦିନ ବଞ୍ଚି ରହିବାର ସୁଯୋଗ…