Odia News Portal
Browsing Tag

soa university

ମିସେସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ସୋଆର ପୁରାତନ ଛାତ୍ରୀ ରୁପ୍ସା

ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ର ପୂର୍ବତନ ଛାତ୍ରୀ ରୂପସା ନାୟକ ମିସେସ୍ ଇଣ୍ଡିଆ କ୍ରାଉନ୍ ହାସଲ କରି ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି।ମୁମ୍ବାଇ ଠାରେ ଗ୍ଲାମର ୱାର୍ଲ୍ଡ ପକ୍ଷରୁ ନିକଟରେ ଆୟୋଜିତ ମିସେସ୍ ଇଣ୍ଡିଆ ପ୍ରତିଯୋଗିତାରେ ରୂପସା ବିଜୟୀ ହୋଇଛନ୍ତି। ସୋଆ…

ସମ୍ ଶିଶୁଶଲ୍ୟ ବିଭାଗ ପକ୍ଷରୁ ଶିଶୁ ସୁରକ୍ଷା ସଚେତନତା ସପ୍ତାହ ପାଳିତ

ଭୁବନେଶ୍ୱ ର : ଶି ଶୁମାନେ କିଭଳି ସୁରକ୍ଷିତ ରହିବେ ସେ ସମ୍ପର୍କରେ ଅଭିଭାବକ ମାନଙ୍କୁ ସଚେତନ କରାଇଛନ୍ତି ସମ୍ ଡାକ୍ତର । ଘରେ, ସ୍କୁଲ୍ରେ ଓ ରାସ୍ତାରେ ସେମାନଙ୍କ ସହିତ ଯେଭଳି କୋ÷ଣସି ଅଘଟଣ ନ ଘଟେ ସେ ନେଇ ଉଭୟ ଅଭିଭାବକ ଓ ଶିଶୁମାନଙ୍କୁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡି କାଲ୍ ସାଇନସେସ୍ ଆଣ୍ଡ…

ପ୍ରଦୂଷଣ ଯୋଗୁଁ ବହୁଳ ମାତ୍ରାରେ ବଢ଼ୁଛି ସିଓପିଡି ସମସ୍ୟା

ଭୁବନେଶ୍ୱର : ପରିବେଶ ପ୍ରଦୂଷଣ ଯୋଗୁଁ ଦିଲ୍ଲୀରେ ବର୍ତମାନ ଲକଡାଉନ୍ ଘୋଷଣା କରିବାର ପରିସ୍ଥିତି ଉପୁଜିଥିବା ବେଳେ କ୍ରନିକ୍ ଅବ୍ଷ୍ଟ୍ରକ୍ଟିଭ୍ ପଲ୍ମୁନାରୀ ଡିଜିଜ୍ (ସିଓପିଡି) ସମସ୍ୟାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି । ମୁଖ୍ୟତଃ ବାୟୁ ପ୍ରଦୂଷଣ ଯୋଗୁଁ ସିଓପିଡି ରୋଗୀଙ୍କ ସଂଖ୍ୟା ବୃଦ୍ଧି…

ସୋଆରେ ଜାତୀୟ ଏକତା ଦିବସ ପାଳିତ

ଭୁବନେଶ୍ୱର : ଜାତୀୟ ଏକତା ଦିବସ ଅବସରରେ ଦେଶର ଏକତା, ଅଖଣ୍ଡତା ଓ ସୁରକ୍ଷା ବଜାୟ ରଖିବ। ନିମନ୍ତେ ରବିବାର ଶପଥ ନେଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର କର୍ମଚାରୀ ଓ ଛାତ୍ରଛାତ୍ରୀ | ଦେଶର ଏକତ୍ରିକରଣ ନିମନ୍ତେ ସ୍ଵାଧୀନତା ପରବର୍ତ୍ତୀ ସମୟରେ ସର୍ଦାର ବଲ୍ଲଭଭାଇ ପଟେଲଙ୍କ ଗୁରୁତ୍ୱପୂର୍ଣ…

କକ୍ରେନ୍ ଇଣ୍ଡିଆ ନେଟୱାର୍କ ସହ ଯୋଡି ହେଲା ସୋଆ

ଭୁବନେଶ୍ୱର: ଭାରତରେ କକ୍ରେନ୍ ଇଣ୍ଡିଆ ନେଟୱାର୍କ (ସିଆଇଏନ୍)କାର୍ଯ୍ୟକାରୀ ହେବା ସହିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍ସେସ୍ (ଆଇଡିଏସ୍) ଏଥିରେ ଏକ ଆଫିଲିଏଟ୍ ସେଂଟର୍ ଭାବେ ଯୋଡି ହୋଇଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଅଧିକ ତଥ୍ୟ ପ୍ରଦାନ…

ସମ ଅଲ୍ଲ୍ଟିମେଟ ମେଡିକେୟାରରେ ପ୍ରଥମଥର ପାଇଁ ସିଆଲୋଏନ୍ଡୋସ୍କୋପିକ ପ୍ରକ୍ରିୟା ଆରମ୍ଭ

ଓଡିଶାରେ ପ୍ରଥମ ଥର ପାଇଁ ସମ ଅଲ୍ଟିମେଟ ମେଡିକେୟାରରେ ଅତ୍ୟାଧୁନିକ ସିଆଲୋଏଣ୍ଡୋସ୍କୋପିକ ପ୍ରକ୍ରିୟା ରେ ଚିକିତ୍ସା ଆରମ୍ଭ କରାଯାଇଛି । ଏହା ଏକ ଅଭିନଵ ଓ ଅତ୍ୟାଧୁନିକ ପଦ୍ଧତି ଯାହା ସାହାଯ୍ୟରେ ମଣିଷର ଲାଳ ଗ୍ରନ୍ଥିରେ ଉପୁଜୁଥିବା ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟଗତ ସମସ୍ୟା ର ସୁକ୍ଷ୍ମ…

ସୋଆରେ ବନ ମହୋତ୍ସବ ପାଳିତ

ଭୁବନେଶ୍ୱର: କରୋନା ମହାମାରୀ ଏବଂ ତଦଜନିତ ଲକଡାଉନକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନଏସଏସ ଶାଖା ନିଆରା ଢ଼ଙ୍ଗରେ ବନମହୋତ୍ସବ ପାଳନ କରିଛି । ସୋଆ ଏନଏସଏସ ବ୍ୟୁରୋ ପକ୍ଷରୁ "ଇଚ ୱାନ, ପ୍ଲାଂଟ ୱାନ' (ଗୋଟିଏ ପିଲା, ଗୋଟିଏ ଗଛ) ଶ୍ଳୋଗାନରେ ଅନୁପ୍ରାଣିତ ହୋଇ…

ସୋଆରେ ଅନ୍ତର୍ଜାତୀୟ ଫ୍ୟାକଲ୍ଟି ଡେଭଲପମେଣ୍ଟ ପ୍ରୋଗ୍ରାମ୍

ଭୁବନେଶ୍ୱର : ବର୍ତମାନ ପରିସ୍ଥିତିରେ ବୃତିଗତ ଏବଂ ଗବେଷଣାତ୍ମକ ଲେଖାକୁ ନେଇ ପ୍ରଥମ ଥର ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜନ କରାଯାଇଥିବା ୫ ଦିନିଆ ଅନ୍ତର୍ଜାତୀୟ ଫ୍ୟାକଲ୍ଟି ଡେଭ୍‌ଲପ୍‌ମେଂଟ ପ୍ରୋଗ୍ରାମ ସୋମବାର ଶେଷ ହୋଇଯାଇଛି ।ଭର୍ଚୁଆଲୀ ଆୟୋଜିତ ହୋଇଥିବା ଏହି…

ସୋଆରେ ମୁଖ ଗହ୍ୱର କର୍କଟ ପରୀକ୍ଷା ସପ୍ତାହ

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ଦିବସ  ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ୍ ଡେଂଟାଲ୍ ସାଇନ୍ସେସ୍, ଇନଷ୍ଟିଚ୍ୟୁଟ  ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଏବଂ ସ୍କୁଲ୍ ଅଫ୍ ଫାର୍ମସୁ୍ୟଟିକାଲ୍ ସାଇନ୍ସେସ୍ ର ଏନ୍ଏସ୍ଏସ୍ ଶାଖା ପକ୍ଷରୁ ମୁଖ ଗହ୍ୱର…

ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାରେ ସୋଆ

ନୂଆଦିଲ୍ଲୀ () ଦେଶରେ ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାରେ ସୋଆ ।ସୋଆ ଦେଶର ଶ୍ରେଷ୍ଠ ୧୦ ଇଞ୍ଜିନିୟରିଂ କଲେଜ ମଧ୍ୟରେ ରହିଛି । ମାନବ ସମ୍ବଳ ବିକାଶ ବିଭାଗ (MHRD) ପକ୍ଷରୁ ପ୍ରସ୍ତୁତ ଏହି ତାଲିକାରେ ସୋଆ ଇଞ୍ଜିନିୟରିଂ ବର୍ଗରେ ୯ମ ସ୍ଥାନରେ ଥିବା ବେଳେ ସାମଗ୍ରୀକ ଭାବେ ସୋଆ…